January 31, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବରଗଡ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ।

ପ୍ରତିଷ୍ଠା ହେବ ସ୍ଥାୟୀ ରଙ୍ଗ ମହଲ। ଏକବର୍ଷ ମଧ୍ୟରେ ୧୨କୋଟି ୮୦ଲକ୍ଷ ଟଙ୍କାରେ ଧନୁଯାତ୍ରାର ସ୍ଥାୟୀ ରାଜମହଲ ନିର୍ମାଣ ପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ସେହିପରି ଧନୁଯାତ୍ରାରେ ଯମୁନା ପାଲଟୁଥିବା ଜିରା ନଦୀ ଉପରେ ୮୦କୋଟି ଟଙ୍କା ବ୍ୟୟ ଅଟକଳରେ ଆନିକଟ ନିର୍ମାଣ, ୩୦କୋଟି ଟଙ୍କା ବ୍ୟୟ ଅଟକଳରେ ମଥୁରାନଗରୀ କେନାଲର ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଧନୁଯାତ୍ରାର ସ୍ମରଣିକା ‘ଧନୁଷ୍ପ୍ରଭା’ ଉନ୍ମୋଚନ ସହିତ ଗତ ମାଟ୍ରିକ ପରୀକ୍ଷାରେ ଜିଲାରେ ପ୍ରଥମ ୧୦ଜଣଙ୍କ ମଧ୍ୟରେ ରହିଥିବା ଛାତ୍ରୀଛାତ୍ର ଏବଂ ଏପର୍ଯ୍ୟନ୍ତ ଚଳିତ ଧନୁଯାତ୍ରାରେ ଅଭିନୟ ସାରିଥିବା କଳାକାରଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ।

ମୋ ଟିଭି ଓଡିଶା, ବରଗଡ଼

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।