ବଢିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ୧ବର୍ଷ ପାଇଁ କାର୍ଯ୍ୟକାଳ ବଢିଥିବା ସୂଚନା । କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ କମିଟିର ଅନୁମୋଦନ ମିଳିଛି । ଡିସେମ୍ବର ୩୧ରେ ସରୁଥିଲା ମନୋଜଙ୍କ କାର୍ଯ୍ୟକାଳ । ୨୦୨୫ ଜାନୁଆରୀ ୧ରୁ ବର୍ଷେ ଯାଏଁ ବଢିଲା କାର୍ଯ୍ୟକାଳ । ୨୦୨୬ ଯାଏଁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ରହିବେ ମନୋଜ ଆହୁଜା ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲେ ମୁଖ୍ୟ ଶାସନ ସଚିବ।
ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା ।