MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପାରିବାରିକ କଳହରୁ ଦମ୍ପତିଙ୍କ ଆତ୍ମହତ୍ୟା


ଖୋର୍ଦ୍ଧା : ପାରିବାରିକ କଳହରୁ ଦମ୍ପତିଙ୍କ ଆତ୍ମହତ୍ୟା। ସୂଚନାରୁ ଜଣାପଡିଛି ଖୋର୍ଦ୍ଧା ଜିଲ୍ଲା ଟାଗିଂ ଥାନା କନ୍ତଳବାଇ ଗ୍ରାମର ବିପିନ ପରିଡା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଦିର୍ଘଦିନ ହେବ ପାରିବାରିକ ଅଶାନ୍ତି ଲାଗି ରହିଥିଲା। ପ୍ରାୟ ପ୍ରତ୍ୟେକ ଦିନ ଘରେ କଳିଝଗଡା ହୁଏ।ଆଜି ସକାଳେ ବିପିନ ପରିଡା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ସ୍ତ୍ରୀ ସାଗେରୀ ପରିଡା ମଧ୍ୟ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଉଭୟଙ୍କ ୧୦ମାସର ଏକ ଶିଶୁପୁତ୍ର ଅଛି। ଖବର ପାଇ ଭୂଷଣ୍ଡପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ ଅରି ବ୍ୟବଛେଦ ପାଇଁ ଖୋର୍ଦ୍ଧା ମେଡିକାଲ କୁ ପଠାଇଛନ୍ତି। ଏନେଇ ଭୂଷଣ୍ଡପୁର ଫାଣ୍ଡି ରେ ଏକ ୨୩/୨୪ରେ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।