MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସୋରଣ ରାଜସ୍ୱ ନିରିକ୍ଷକ କାର୍ଯ୍ୟାଳୟର ଅସ୍ଥାୟୀ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ।

ଖୋର୍ଦ୍ଧା ଜିଲ୍ଲାର ଚିଲିକା ତହସିଲ ଅଧିନସ୍ଥ ସୋରଣ ଗ୍ରାମରେ ଥିବା ରାଜସ୍ୱ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଅସ୍ଥାୟୀ କର୍ମଚାରୀ ମନୋରଞ୍ଜନ ହରିଚନ୍ଦନଙ୍କୁ ମରଣାନ୍ତକ ଆକ୍ରମଣ।

ମନୋରଞ୍ଜନ ଉପରେ ହୋଇଛି ଭୁଜାଲି ଚୋଟ । ଘଟଣା ଘଟିଛି ସୋରଣ ରାଜସ୍ୱ ନିରିକ୍ଷକ କାର୍ଯ୍ୟାଳୟ ଗେଟ ସମ୍ମୁଖରେ। ରକ୍ତ ଜୁଡୁବୁଢୁ ହୋଇ ଗୁରୁତର ହୋଇଥିବା ମନୋରଞ୍ଜନଙ୍କୁ ଟାଙ୍ଗୀ ମେଡିକାଲ ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ମାତ୍ର ଅବସ୍ଥା ସଙ୍ଗୀନ ଥିବା କାରଣରୁ ଗୁରୁତର ଥିବା ମନୋରଞ୍ଜନଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି।

ଖବର ପାଇ ଟାଗିଂ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆକ୍ରମଣକାରୀ ସୋରଣ ଗ୍ରାମର ଟୁକୁ ମହାରଣା କୁ ଅଟକ ରଖି ତଦନ୍ତ ଜାରି ରଖିଛି।

ମୋ ଟିଭି ଓଡିଶା, ଟାଙ୍ଗୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।