January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା ।

କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ । ୩୩%ରୁ ଅଧିକ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୂରଣ । ଅଦିନିଆ ବର୍ଷାରେ ୬ଲକ୍ଷ ୬୬ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି । ଏବଂ ୨ଲକ୍ଷ ୨୬ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ସମୁଦାୟ ୨୯୧ କୋଟି ସହାୟତା ମିଳିବା ନେଇ ଘୋଷଣା କରାଯାଇଛି । ଆଜିଠୁ ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଯାଉଛି ଟଙ୍କା ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।