MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲିବାକୁ ଦାବୀ

ବାଲିଗୁଡା,(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡା ପଞ୍ଚାୟତ ର ବିଲାବାଡି ଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘ ବର୍ଷ ହେବ ବନ୍ଦ ରହିଛି । ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡି ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ରହିଥିବା ରୁ ଅଞ୍ଚଳ ବାସୀ ବହୁତ ଅସୁବିଧା ସମୁଖୀନ ହେଉଥିବା କହିଛନ୍ତି । ଅନ୍ୟ ପଟେ ସରକାର ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଥିବା ବେଳେ ବିଭାଗୀୟ ଅଧିକାରୀ ଙ୍କ ଅବହେଳା ଯୋଗୁଁ ବର୍ଷ ବର୍ଷ ଧରି ଚିକିତ୍ସାଳୟ ବନ୍ଦ ଥିଲେ ମଧ୍ୟ ବିଭାଗୀୟ ଚୁପ ରହିଛି । ଯାହାକୁ ନେଇ ବିଲାବାଡି ଗ୍ରାମର ଶତାଧିକ ମହିଳା ମାନେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ରେ ଉପସ୍ଥିତ ରହି ବନ୍ଦ ଥିବା ଚିକିତ୍ସାଳୟ କୁ ତୁରନ୍ତ ଖୋଲିବା ନିମନ୍ତେ ସରକାରଙ୍କୁ ଦାବି କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।