ମୋ ଟିଭି ଓଡିଶା / ଭୁବନେଶ୍ୱର : ଏବେ ମାସିକଧର୍ମ ପାଇଁ ରାଜ୍ୟରେ ଗୋଟିଏ ଦିନ ଛୁଟି ମିଳିବ । ମହିଳାମାନଙ୍କୁ ଏହି ଛୁଟି ପ୍ରଦାନ କରାଯିବ । ମାସିକଧର୍ମ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୋଟିଏ ଦିନ ଛୁଟି ଘୋଷଣା କରିଛନ୍ତି । ସରକାରୀ ଏବଂ ବେସରକାରୀ କ୍ଷେତ୍ରରେ ଏହି ଛୁଟି ଲାଗୁ କରାଯିବ ବୋଲି ସୂଚନା ମିଳିଛି । କଟକରେ ସ୍ୱାଧୀନତା ଦିବସ ପାଳନ ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଘୋଷଣା କରିଛନ୍ତି । ମାସିକ ଧର୍ମର ପ୍ରଥମ କିମ୍ବା ତୃତୀୟ ଦିନ ଏହି ଛୁଟି ନେଇପାରିବେ ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।