February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ବନ୍ୟା ନିୟନ୍ତ୍ରଣ କକ୍ଷରେ ସ୍ଥିତି ସମୀକ୍ଷା

ସମ୍ପ୍ରତି ବାତ୍ୟା 'ଦାନା' ର ପ୍ରଭାବ ତଥା ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ପ୍ରଭାବିତ ବିଭିନ୍ନ ଜିଲ୍ଲାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସକାଳେ ଭୁବନେଶ୍ୱର ସ୍ଥିତ ସେଚ ସଦନର ବନ୍ୟା ନିୟନ୍ତ୍ରଣ କକ୍ଷରେ ଏକ ସମୀକ୍ଷା ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ ।


ଭୁବନେଶ୍ୱର ତା- ୨୬. ୧୦. ୨୦. ୨୦୨୪


ସମ୍ପ୍ରତି ବାତ୍ୟା ‘ଦାନା’ ର ପ୍ରଭାବ ତଥା ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ପ୍ରଭାବିତ ବିଭିନ୍ନ ଜିଲ୍ଲାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସକାଳେ ଭୁବନେଶ୍ୱର ସ୍ଥିତ ସେଚ ସଦନର ବନ୍ୟା ନିୟନ୍ତ୍ରଣ କକ୍ଷରେ ଏକ ସମୀକ୍ଷା ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ ।

ଏହି ବୈଠକରେ ଜଳ ସମ୍ପଦ ବିଭାଗର ଉଚ୍ଚ ପଦାଧିକାରୀ ଯୋଗ ଦେଇଥିଲେ । ଜଳ ସମ୍ପଦ ବିଭାଗର ଜିଲ୍ଲା ସ୍ତରୀୟ ନୋଡାଲ ଅଫିସରମାନେ ପୂର୍ବରୁ ପ୍ରଭାବିତ ଜିଲ୍ଲା ମାନଙ୍କରେ ମୁତୟନ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି l

ପ୍ରଶାସନ ସହିତ ସମନ୍ବୟ ରକ୍ଷା କରି ସମ୍ଭାବ୍ୟ ବନ୍ୟା ନିୟନ୍ତ୍ରଣ କାର୍ଯ୍ୟ ପରିଚାଳନା କରାଯିବାକୁ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।