ଆସାମର କ୍ରିକେଟର ଦେବଜିତଙ୍କୁ ନିଯୁକ୍ତି ଦେଲେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ। ଜୟ ଶାହ ଆଇସିସି ଅଧ୍ୟକ୍ଷ ହେବା ପରେ ଦେବଜିତଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ଦେବଜିତ୍ ସାଇକିଆ ଜଣେ ଓକିଲ, ପୂର୍ବତନ କ୍ରିକେଟର ଏବଂ କ୍ରିକେଟ ସମୀକ୍ଷକ ମଧ୍ୟ । ଦେବଜିତ୍ ସାଇକିଆ ବିସିସିଆଇର ସଚିବ (ଅନ୍ତରୀଣ) ଅଛନ୍ତି । ସେ ବର୍ତ୍ତମାନ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ଯୁଗ୍ମ ସଚିବ ପଦରେ କାର୍ଯ୍ୟ କରୁଛନ୍ତି।
ମୋ ଟିଭି ଓଡିଶା ଡେସ୍କ
More Stories
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି |
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।
ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି