February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ


ବାଲିଗୁଡ଼ା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଚାଷୀ ଙ୍କ ଠାରୁ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ କ୍ରୟ ଲାଗି ବାଲିଗୁଡ଼ା ବ୍ଳକ ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ ହୋଇଛି । ଅଗ୍ରଣୀ ମହିଳା ସ୍ୱୟଂ ସହାୟକ ଗୃପ ଯିହୋବାରାଫା ଏହି ଧାନ କିଣିବା ପାଇଁ ସ୍ଥିର ହୋଇଥିଲା। ଏହି ଅବସରରେ ବାଲିଗୁଡ଼ା ସିଡ଼ିପିଓ ଆୟୋଜିତ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିଥିଲେ l ଚାଷୀ ଯେପରି ଧାନର ଉପଯୁକ୍ତ ମୂଲ୍ୟ ପାଇବେ ଓ କଟନୀ ଛଟନୀ ନ ହେବ ସେଥିପ୍ରତି ଦୃଷ୍ଟି ଦେବାଲାଗି ପରାମର୍ଶ ଦେଇଥିଲେ l ଏଥିରେ କୁମୁଦିନୀ ମଲ୍ଲିକ ସରପଞ୍ଚ, ସମେତ ବାରଖମା , ରେବିଙ୍ଗିଆ , ସଲାଗୁଡା ଓ ସୁଡ୍ରା ପଞ୍ଚାୟତକୁ ନେଇ ଗଠିତ ହୋଇଥିବା କୃଷକ ସଙ୍ଗଠନ ସଭାପତି ବଂଶୀଧର ଦାଣ୍ଡିଆ, ସଂପାଦକ ସିମଞ୍ଚଳ ପାତ୍ର, ସାନନ୍ଦ ମଲ୍ଲିକ, ଉପଦେଷ୍ଟା ବିରେନ୍ଦ୍ର କୁମାର ସାହୁ, ପରମାନନ୍ଦ ନାୟକ, ଅଗ୍ରଣୀ ଚାଷୀ , ମିଶନ ଶକ୍ତିର ସୁରେଶ କହଁର, ଏମ ବି କେ ଶିଖା ରାଣୀ ଦିଗାଲ, ବିଏଲଏଫ ସଭାପତି ମାଳା ସିନୀ ଦିଗାଲ, ସଂପାଦକ ମିନି ପ୍ରଧାନ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।