MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2024 ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସମ୍ବଲପୁର ରିଜିଓନାଲ ଡାଇରେକ୍ଟର ବିକାଶ ପ୍ରଧାନ ।


ସୁନ୍ଦରଗଡ ( ଦେବେନ୍ଦ୍ର କୁମାର ଭିତ୍ରିଆ ) :



ଆଜି ନଭେମ୍ବର 8 ତାରିଖ ଶୁକ୍ରବାର ପୂର୍ବାହ୍ନ 10:30 ମିନିଟରେ ସୁନ୍ଦରଗଡ଼ ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଶିଶୁ ମହୋଉତ୍ସବ ସୁରଭି 2024 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ନିର୍ଦ୍ଧାରିତ ସମୟ ନିର୍ଘଣ୍ଟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ଏହି କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମ୍ବଲପୁର ରିଜିଓନାଲ ଡାଇରେକ୍ଟର ବିକାଶ ପ୍ରଧାନ । ସ୍କୁଲରେ ବୈଷୟିକ ପାଠ ବ୍ୟତୀତ ଛାତ୍ର ଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣକୁ ସର୍ବ ସମ୍ମୁଖରେ ପ୍ରକାଶ କରିବାର ଏହା ଏକ ବଳିଷ୍ଠ ପ୍ଲାଟ ଫର୍ମ ।

ଏହାକୁ ସୁନ୍ଦରଗଡର ପୂର୍ବତନ ଜିଲ୍ଲାପାଳ ସୁଜାତା କାର୍ତ୍ତିକେୟନ ଆରମ୍ଭ କରିଥିବା ବେଳେ ଆଜି ମଧ୍ୟ ସେହି କାର୍ଯ୍ୟକ୍ରମକୁ ଜିଲ୍ଲା ପ୍ରଶାସନ ପ୍ରୋତ୍ସାହନ ଦେବା ସହ ପ୍ରତ୍ୟେକ ବର୍ଷ କରି ଆସୁଛି। ଆଜି ଏହି କ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ ପ୍ରଧାନ , PDDRDA , DI &PRO ଯୋଗ ଦେଇଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।