February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମଦୁଆ ପୁଅ ର ଉନ୍ମୁକ୍ତ କାଣ୍ଡ ବାପା ମା ଙ୍କୁ ହତ୍ୟା।

ମୋ ଟିଭି ଓଡିଶା / ସୋର : ୨୨/୦୬/୨୦୨୪

ପାରିବାରିକ କଳହକୁ ନେଇ କରୁଣ ପରିଣତି, ମଦୁଆ ପୁଅ ସାଜିଲା ବାପର ହତ୍ୟାକାରୀ l ଏବେବି ମାଆ ନିଖୋଜ l ସିମୁଳିଆ ଥାନା ଗରସଙ୍ଗ ଗାଁରେ ୪ଦିନ ଧରି ନିଖୋଜ ଥିବା ବାପା ପ୍ରଭାକର ବେହେରା, ମାଆ ଚମ୍ପା ବେହେରାଙ୍କ ନିଖୋଜ ଘଟଣାକୁ ନେଇ ଝିଅ ମମତା ମଲ୍ଲିକ ସିମୁଳିଆ ଥାନାରେ ଅଭିଯୋଗ କରିଥିଲେ ଏବଂ ଭାଇ ରମେଶ ବାପା ମାଙ୍କୁ ମାରିଦେଇ ପୋତିଦେଇଥିବା ଅଭିଯୋଗ କରିଥିଲେ।

ମମତାଙ୍କ ଅଭିଯୋଗ କ୍ରମେ ସିମୁଳିଆ ପୋଲିସ ତଦନ୍ତ ଆରମ୍ଭ କରିଥିବା ସହିତ ରମେଶଙ୍କ ଘର ପଛପଟେ ଏକ ବିଲରେ ପୋତିଥିବା ନେଇ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଖଇରା ଅତିରିକ୍ତ ତହସିଲଦାର, ବାଲେଶ୍ୱର ସାଇନ୍ଟଫିକ ଟିମ ପହଞ୍ଚି ଉକ୍ତ ସ୍ଥାନକୁ ଖୋଳି ପ୍ରଭାକରଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମା ଏବେବି ନିଖୋଜ ଅଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।