February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଟାଟା ପାୱାର ପକ୍ଷରୁ କୋକସରା ବିଦ୍ୟୁତ ସେକ୍ସନକୁ ମାନପତ୍ର ସହ ସମ୍ବର୍ଦ୍ଧନା।


ମୋ ଟିଭି ଓଡିଶା / କଳାହାଣ୍ଡି : ୦୭/୦୭
ରାଜ୍ୟ ବିଦ୍ୟୁତ ବିତରଣ କମ୍ପାନୀ ଟାଟା ପାୱାର ପଶ୍ଚିମ ଓଡିଶା ବିତରକ କମ୍ପାନୀ ପକ୍ଷରୁ ବୁର୍ଲା ବିଭାଗୀୟ କାର୍ଯ୍ୟାଳୟ ଠାରେ ଆୟୋଜିତ ହୋଇଥିବା ବାର୍ଷିକ ସର୍ବଶ୍ରେଷ୍ଠ ପ୍ରଦର୍ଶନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ କଳାହାଣ୍ଡି ଜିଲ୍ଲା କୋକସରା ଇଏସଓ ସେକ୍ସନକୁ ଉଲ୍ଲେଖଯୋଗ୍ୟ ବିଦ୍ୟୁତ ସେବା ପ୍ରଦାନ, ବିଦ୍ୟୁତ ଶୁକ୍ଳ ସଂଗ୍ରହ ଓ ବିଦ୍ୟୁତ ଉପଭୋକ୍ତାଙ୍କ ସହ ଉତ୍ତମ ସମ୍ପର୍କ ପାଇଁ ସର୍ବଶ୍ରେଷ୍ଠ ସେକ୍ସନ ଭାବେ ମାନପତ୍ର ସହ ସମ୍ବର୍ଦ୍ଧନା ଦିଆଯାଇଛି।

କୋକସରା ବ୍ଲକ ସେକ୍ସନ ର ଟାଟା ପାୱାର କନିଷ୍ଠ ଯନ୍ତ୍ରୀ ବ୍ରଜ ମୋହନ ଦଳେଇ ଏହି ମାନପତ୍ର ବିଭାଗୀୟ ଅଧିକାରୀ ଙ୍କ ଠାରୁ ଗ୍ରହଣ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।