February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପ୍ରବାସୀ ଭାରତୀୟ ଦିବସ ପାଇଁ କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ।

କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି ବୈଦେଶିକ ମନ୍ତ୍ରୀ । ଏହା ପରେ ପୁରୀ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କୋଣାର୍କର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୃତୟନ ହୋଇଛନ୍ତି । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୋଣାର୍କ ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଗତକାଲି କୋଣାର୍କ ଇକୋ ରିଟ୍ରିଟରେ ରାତ୍ରୀଯାପନ ପରେ ଆଜି ସକାଳ ୯ଟା ବେଳେ ସୂର୍ୟ୍ୟ ମନ୍ଦିର ପରିଭ୍ରମଣ କରିଛନ୍ତି ଜୟଶଙ୍କର ।ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ୍‌. ଜୟଶଙ୍କର । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ସେ ସାମିଲ ହେବେ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।