February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭୁବନେଶ୍ୱର ପଳାସୁଣୀ ଛକରେ ଭୟଙ୍କର ଦୁର୍ଘଟଣା

ବସକୁ ପିଟିଲା ଟ୍ରକ୍, ଅଟୋ ଓ ଏନଏଚଏଆଇ ପିକଅପ୍‌ ଭ୍ୟାନକୁ ପିଟିଲା ବସ୍

ପଳାସୁଣୀ ଛକରେ ସିରିଜ୍ ଦୁର୍ଘଟଣା । ଏକ ବସ୍‌କୁ ଟ୍ରକ୍ ଧକ୍କା ଦେବା ପରେ ବସ୍‌ଟି ଏକ ଅଟୋ ଓ ଏନଏଚଏଆଇର ପିକଅପ୍‌ ଭ୍ୟାନକୁ ଧକ୍କା ଦେଇଛି। ଫଳରେ ଅଟୋରେ ଥିବା ୩ ଯାତ୍ରୀ ଆହତ, ଜଣେ ବୃଦ୍ଧ ଗୁରୁତର। ଅଟୋ ଚାଳକ ମଧ୍ୟ ଆହତ ହୋଇଥିବା ସୂଚନା। ଗୁରୁତର ବୃଦ୍ଧଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଛି । ସେପଟେ ଦୁର୍ଘଟଣା ପାଇଁ ପଳାସୁଣୀ ଛକରେ ଟ୍ରାଫିକ୍ ଜାମ୍ ହୋଇଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।