MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମାନଝରି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ ଆରୋହୀ ଗୁରୁତର

ମୋ ଟିଭି ଓଡିଶା / କଳାହାଣ୍ଡି:୨୮/୦୬(ସନତ ପ୍ରଧାନୀ)


କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ମାନଝରି ଠାରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ଥାଉ କି ଡ଼ଙ୍ଗରିଗୁଡା ଗ୍ରାମର ଜଳନ୍ଧର ଅଘରିଆ , ହରେକୃଷ୍ଣ ଅଘରିଆ ନିଜ ଗାଁ ରୁ ଓଡି08 3118 ନମ୍ବର ବିଶିଷ୍ଟ ବାଇକ ଯୋଗେ ଗୋଲାମୁଣ୍ଡା ରାସ୍ତା ଦେଇ ଯାଉଥିବା ବେଳେ ରାସ୍ତା ପାର୍ଶ୍ଵ ରେ ଥିବା ଏକ ଖୁଣ୍ଟ କୁ ଧକ୍କା ଦେଇ ଦୁଇ ବାଇକ ଛିଟିକିପଡି ଗୁରୁତର ହୋଇଥିଲେ। ଦୁର୍ଘଟଣା ହେବା ଖବର ପାଇ ସ୍ଥାନୀୟ ଲୋକେ ଘଟଣା ସ୍ଥଳକୁ ପହଞ୍ଚି ଅଗ୍ନିଶମ ବିଭାଗ କୁ ଯୋଗାଯୋଗ କରିଥିବାରୁ ଅଗ୍ନିଶମ ବିଭାଗ ଗାଡିରେ ଗୋଲାମୁଣ୍ଡା ଡାକ୍ତରଖାନା କୁ ନେଇ ଭର୍ତ୍ତି କରିଥିଲେ। ଅଧିକ ଗୁରୁତର ଥିବାରୁ ଡାକ୍ତର ଧର୍ମଗଡ ଉପଖଣ୍ଡ ଡାକ୍ତରଖାନା କୁ ସ୍ଥାନାନ୍ତର କରିଥିଲେ। ଦୁର୍ଘଟଣା ହେବା ଫଲରେ ଦୁଇ ବାଇକ ଆରୋହୀଙ୍କ ବିଭିନ୍ନ ସ୍ଥାନରେ କ୍ଷତାକ୍ତ ହୋଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।