ସମାଚାର ଗୁଣ୍ଡିଚାମନ୍ଦିର ନିକଟରେ ନିଆଁ mootv.in June 1, 2024 1 min read ମୋଟିଭି ଓଡିଶା : ପୁରୀ ( ରାଜେଶ କୁମାର ) ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦା ରେ ଲାଗିଲା ନିଆଁ । ପୂରା ଆକାଶ ହେଇଗଲା ଧୂଆଁମୟ । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ । ବଡ ଅଘଟଣରୁ ବର୍ତ୍ତିଗଲା ଆଖପାଖ ଅଞ୍ଚଳ l Continue Reading Previous ପୁନରୁଦ୍ଧାର ଓ ରକ୍ଷଣାବେକ୍ଷଣ ଅଭାବରୁ ଅସ୍ତିତ୍ୱ ହରାଇ ବସିଛି ଲଡୁଗାଁର ଲାଇଫ ଲାଇନ ମନଭଙ୍ଗ ସାଗର ।Next ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ସକାଳ ୮ଟାରୁ ହେବ ମତଗଣନା Leave a Reply Cancel replyYour email address will not be published. Required fields are marked *Comment * Name Email Website Save my name, email, and website in this browser for the next time I comment. More Stories 1 min read ରେଲୱେ ସମାଚାର ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି | January 23, 2025 mootv.in 1 min read ରେଲୱେ ସମାଚାର ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ମହାସମୁନ୍ଦ-ଟିଟିଲାଗଡ଼ ରେଳ ସେକ୍ସନ ନୀରିକ୍ଷଣ _ ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା | January 21, 2025 mootv.in 1 min read ରେଲୱେ ସମାଚାର ସ୍ଥାନୀୟ ଯାତ୍ରୀମାନଙ୍କୁ ଲାଭ ପହଞ୍ଚାଇବା ପାଇଁ ସାନପଦର ଠାରେ ନୂତନ ପାସେଞ୍ଜର ହଲ୍ଟ : January 20, 2025 mootv.in
More Stories
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି |
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ମହାସମୁନ୍ଦ-ଟିଟିଲାଗଡ଼ ରେଳ ସେକ୍ସନ ନୀରିକ୍ଷଣ _ ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା |
ସ୍ଥାନୀୟ ଯାତ୍ରୀମାନଙ୍କୁ ଲାଭ ପହଞ୍ଚାଇବା ପାଇଁ ସାନପଦର ଠାରେ ନୂତନ ପାସେଞ୍ଜର ହଲ୍ଟ :