January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜଂକିଆ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ।


ଖୋର୍ଦ୍ଧା : ୨୧/୦୪ : ପାଖେଇ ଆସୁଛି ୨୦୨୪ସାଧାରଣ ନିର୍ବାଚନ।ସାଧାରଣ ନିର୍ବାଚନ କୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ ମତଦାନ ଲାଗି ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇଛି।

ଜଙ୍କିଆ ପୁଲିସ ପକ୍ଷରୁ ଶନିବାର ଅପରାହ୍ନ ରେ ଥାନା ଅଧିନସ୍ଥ ବିଭିନ୍ନ ଗ୍ରାମପଞ୍ଚାୟତରେ ଫାଗ ମାର୍ଚ୍ଚ କରାଯାଇଛି। ଜଙ୍କିଆ ଥାନା ଅଧିନସ୍ଥ ମଳିପଡା, ନରଣଗଡ , ଜଙ୍କିଆ,bଛଣଗିରି, ହଜ ଓ ସିକୋ, କମାଗୁରୁ ଅଂଚଳରେ ଫ୍ଲାଗ ମାର୍ଚ୍ଚ ହୋଇଛି।

ଏହି ଫ୍ଲାଗ ମାର୍ଚ୍ଚରେ ସିଆରପିଏଫ , ବିଏସଏଫ, ଓଡିଶା ପୋଲିସର କର୍ମଚାରୀ ମାନେ ଯୋଗଦେଇଥିଲେ। ଜଂକିଆ ଥାନା ଆଇଆଇସି ପ୍ରଜ୍ଞା ରିତମ୍ଭରା କରଙ୍କ ନେତୃତ୍ୱରେ ଫ୍ଲାଗମାର୍ଚ୍ଚ କରାଯାଇଥିଲା।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।