MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜଂକିଆ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ।


ଖୋର୍ଦ୍ଧା : ୨୧/୦୪ : ପାଖେଇ ଆସୁଛି ୨୦୨୪ସାଧାରଣ ନିର୍ବାଚନ।ସାଧାରଣ ନିର୍ବାଚନ କୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ ମତଦାନ ଲାଗି ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇଛି।

ଜଙ୍କିଆ ପୁଲିସ ପକ୍ଷରୁ ଶନିବାର ଅପରାହ୍ନ ରେ ଥାନା ଅଧିନସ୍ଥ ବିଭିନ୍ନ ଗ୍ରାମପଞ୍ଚାୟତରେ ଫାଗ ମାର୍ଚ୍ଚ କରାଯାଇଛି। ଜଙ୍କିଆ ଥାନା ଅଧିନସ୍ଥ ମଳିପଡା, ନରଣଗଡ , ଜଙ୍କିଆ,bଛଣଗିରି, ହଜ ଓ ସିକୋ, କମାଗୁରୁ ଅଂଚଳରେ ଫ୍ଲାଗ ମାର୍ଚ୍ଚ ହୋଇଛି।

ଏହି ଫ୍ଲାଗ ମାର୍ଚ୍ଚରେ ସିଆରପିଏଫ , ବିଏସଏଫ, ଓଡିଶା ପୋଲିସର କର୍ମଚାରୀ ମାନେ ଯୋଗଦେଇଥିଲେ। ଜଂକିଆ ଥାନା ଆଇଆଇସି ପ୍ରଜ୍ଞା ରିତମ୍ଭରା କରଙ୍କ ନେତୃତ୍ୱରେ ଫ୍ଲାଗମାର୍ଚ୍ଚ କରାଯାଇଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।