MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ପାରାଦୀପ: ଆଜି ପାରଦୀପ ବାଉରିଆ ପାଳନ୍ଦା ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ମାଲବାହୀ ଟ୍ରେନର ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଗୋଟିଏ ବଗି ଟ୍ରାକ୍ ବାହାରକୁ ଓଲଟି ପଡିଥିବାବେଳେ ଅନ୍ୟଟି ଟ୍ରାକରୁ ଖସିପଡିଛି। ପାରାଦୀପ ବନ୍ଦରାଞ୍ଚଳକୁ ବଗି ଗୁଡିକ ନେବାବେଳେ ଏଭଳି ଅଘଟଣ ଘଟିଛି। ତେବେ ତୁରନ୍ତ ରେଳବାହୀ କର୍ମଚାରୀ ପହଞ୍ଚି ଟ୍ରାକ୍ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।