MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିପାଟପୁରରେ ଗହ୍ମା ପ୍ରତିଯୋଗିତା ଅନୁଷ୍ଠିତ।

ମୋ ଟିଭି ଓଡିଶା / ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ବାଲିପାଟପୁର ଗ୍ରାମପଞ୍ଚାୟତ ରେ ସର୍ବପୁରାତନ ଗହ୍ମା ଡିଆଁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।୪୭ତମ ଗହ୍ମା ଡିଆଁ ପ୍ରତିଯୋଗିତା ରଘୁନାଥ ଦେବ ଯୁବ ନାଟ୍ୟ ପରିଷଦ ଦ୍ବାରା ଆୟୋଜିତ ହୋଇଥ‌ିଲା। ପ୍ରତିବର୍ଷ ଭଳି ଚଳିତ ବର୍ଷ ରକ୍ଷାବନ୍ଧନ ଦିନ ଗହ୍ମା ଡିଆଁ ପ୍ରତିଯୋଗିତା ଦୋଳପଡିଆରେ ହୋଇଛି।ବହୁ ଦୂର ଦୁରାନ୍ତରୁ ଅନେକ ପ୍ରତିଯୋଗୀ ଏଥ୍‌ରେ ଅଂଶଗ୍ରହଣ କରିଥିଲେ।ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ,ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର ଅରିଥିବା ପ୍ରତିଯୋଗୀ ମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଅତିଥି ମାନେ ମଂଚରେ ପୁରସ୍କୃତ କରାଯାଇଥିଲା।ଗହ୍ମା ଡିଆଁ ଦେଖିବାକୁ ଶହ ଶହ ଲୋକ ଏକତ୍ରୀତ ହୋଇଥିଲେ।ଚଳିତବର୍ଷ ଶାନ୍ତିଶୃଙ୍ଖଳା ର ସହିତ ଗହ୍ମା ଡିଆଁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।