MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଚାଲିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ ।

କ୍ରୁଟ୍ ସହ NTPC ଏବଂ ଗ୍ରୀଡ୍କୋର ଏମଓୟୁ ମଧ୍ୟ ସ୍ୱାକ୍ଷରିତ ହୋଇଛି । ତେବେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୩ଟି ଗ୍ରୀନ୍ ହାଇଡ୍ରୋଜେନ୍ ବସ ଚାଲିବ । ଯାହା ଭୁବନେଶ୍ୱର, କଟକ ଓ ପୁରୀ ମଧ୍ୟ ଏହି ଚାଲିବ । ଏନେଇ ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ତେବେ ହାଇଡ୍ରୋଜେନ ପ୍ରସ୍ତୁତି ପାଇଁ ଏନଟିପିସିକୁ ଗାଡ଼କଣରେ ଜାଗା ଦିଆଯାଇଛି । ତେବେ ଖାସ କଥା ହେଲା ହାଇଡ୍ରୋଜେନ୍ ନାଳ ପାଣିରେ ତିଆରି କରାଯିବ । ଏହି ବସର ମୂଲ୍ୟ ପାଖାପାଖି ୨ କୋଟି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।