ମୋଟିଭି ଓଡିଶା ବ୍ୟୁରୋ : ବିଏସକେଓ୍ୱାଇ ଯୋଜନାକୁ ନେଇ ସ୍ୱାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ। ପୂର୍ବରୁ ବିଏସକେଓ୍ବାଇ କାର୍ଡରେ ଯେମିତି ସୁବିଧା ମିଳୁଥିଲା ବର୍ତ୍ତମାନ ବି ସେମିତି ସୁବିଧା ମିଳୁଛି। ଏନେଇ ଲୋକଙ୍କ ମଧ୍ୟରେ କିଛି ଦ୍ୱନ୍ଦ ନରହିବା ଉଚିତ। ପୂର୍ବରୁ ଯେମିତି ହସ୍ପିଟାଲ ଓ ସରକାରୀ ଡାକ୍ତରଖାନା ମାନଙ୍କରେ ବିଏସକେଓ୍ବାଇ କାର୍ଡ ବ୍ୟବହାର କରାଯାଉଥିଲା ସେମିତି କରାଯିବ ଏହାକୁ ନେଇ କୌଣସି ଦ୍ୱନ୍ଦ ନରହୁ। ଏନେଇ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।
More Stories
ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।