ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ ବାହାରି ରାଜଭବନ ଯାଇଥିଲା।
ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବେ। କାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଆଜି ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍ଘାଟିତ ହୋଇଯାଇଛି । ସମ୍ମିଳନିର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦ୍ଘାଟନ କରିଛନ୍ତି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।
ଛତିଶଗଡରେ ପୁଣି ଏନକାଉଣ୍ଟର ।