February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶ୍ରୀକ୍ଷେତ୍ରରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମୋଟିଭି ଓଡିଶା : ପୁରୀ (ରାଜେଶ କୁମାର ) ଶ୍ରୀକ୍ଷେତ୍ରରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ଓହ୍ଲାଇବା ପରେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉ ଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ।

ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ କିଛି ସମୟ ପାଇଁ ବନ୍ଦ ରଖାଯାଇଥିଲା l ଏହାସହ ମନ୍ଦିର ପରିସର ଓ ଚତୁଃପାଶ୍ୱର୍ରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହlରରେ ବିଶାଳ ରୋଡ ଶୋ’ କରିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଏଥିପାଇଁ ମଧ୍ୟ ପୁରା ପୁରୀ ସହରକୁ ସୁରକ୍ଷା ବ କଡାକଡି କରାଯାଇଥିଲା ।

ଏହାସହ ମୋଦୀଙ୍କ ରୋଡ ଶୋ’ ପାଇଁ ପୁରୀ ସହରବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।