MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ


ଆଗରପଡ଼ା,ତା୧୪/୯: ବନ୍ତ ବ୍ଲକ ଅନ୍ତର୍ଗତ ନିଳକ ପଂଚାୟତ ସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଉକ୍ତ ଦିବସରେ ସ୍ଥାନୀୟ ବିଧାୟକ ସଂଜୀବ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିକ୍ଷା ଅନୁଷ୍ଠାନ ଏକ ମଣିଷ ଗଢା କାରଖାନା । ଆଜିର ଛାତ୍ରଛାତ୍ରୀ ଆଗାମୀ ଦିନରେ ଦେଶର ଭବିଷ୍ୟତ ତେଣୁ ସେମାନଙ୍କୁ ସେମାନଙ୍କ ଲକ୍ଷ୍ୟ ସ୍ଥଳରେ ପହଂଚାଇବାରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଶିକ୍ଷା ମାଧ୍ୟମରେ ସୁନ୍ଦର ସମାଜ ଗଢି ତୋଳିବାରେ ଚେଷ୍ଟିତ ହେବାକୁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଜଂନ ଘଡ଼େଇ,ବ୍ଳକ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ସେଠୀ ପ୍ରମୁଖଙ୍କ ସମେତ ଅନ୍ୟ ଅତିଥିମାନେ ଉପସ୍ଥିତ ଥିଲେ । ଏହି ଅବସରରେ କୃତି ଛାତ୍ରଛାତ୍ରୀଙ୍କୁ ବିଧାୟକ ଶ୍ରୀ ମଲ୍ଲିକ ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।