MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା । କାରାବରଣ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନ୍ ଦୁଇଗୁଣା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କାରାବରଣ କରିଥିଲେ ୧୦ହଜାର ବଦଳରେ ମିଳିବ ୨୦ହଜାର ଟଙ୍କା ପେନସନ । କାରାବରଣ କରିନଥିଲେ ୯ହଜାର ପରିବର୍ତ୍ତେ ୧୫ ହଜାର ଟଙ୍କା କରିଛନ୍ତି ରାଜ୍ୟ ସରକାର । ଜାତୀୟ ପେନସନ ପାଇଥିବା ସଂଗ୍ରାମୀ ୮ହଜାର ବଦଳରେ ୧୦ହଜାର, ଏମଆଇଏସଏ ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିଲେ ୨୦ହଜାର ଟଙ୍କା ପେନସନ ମିଳିବ । ଏନେଇ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।