February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ ଦାଣ୍ଡ ପାଲଟିଲା ଜନସମୁଦ୍ର।

ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ ଦାଣ୍ଡ ପାଲଟିଲା ଜନସମୁଦ୍ର। ପ୍ରବଳ ଭିଡ଼ ଯୋଗୁଁ ଠେଲାପେଲା ପରିସ୍ଥିତି ଉପୁଜିଛି। ଏଥିରେ ୧୦ ଭକ୍ତ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି।ନୂଆ ବର୍ଷ ପାଇଁ ଦେଶ ତଥା ବିଦେଶରୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ତଥା ଭକ୍ତ ପୁରୀକୁ ଛୁଟି ଆସିଛନ୍ତି। ଏହି ଅବସରରେ କାଳିଆ ଠାକୁରଙ୍କ ଦର୍ଶନ ନିମନ୍ତେ ରାତି ଅଧରୁ ଶ୍ରୀମନ୍ଦିର ସମ୍ମୁଖରେ ଲାଗିଛି ଭିଡ଼। ମାର୍କେଟ ଛକ ଯାଏଁ ଲମ୍ବା ବ୍ୟାରିକେଡ୍ ହୋଇଛି।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।