ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା । ୧୯ ତାରିଖରେ ଅଵସର ନେଉଛନ୍ତି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ୨୦ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ ସିହ୍ନା। ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।