MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ମୋ ଟିଭି ଓଡିଶା / କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।  ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୪ ଜଣ ଡିଏସପି,  ଜଣେ ଏଏସ୍ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୫ଟି ସ୍ଥାନରେ ଚଢଉ ହୋଇଛି। ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର,  କେନ୍ଦ୍ରାପଡ଼ା, କଟକ କଲ୍ୟାଣୀନଗର ସମେତ ୫ ଜାଗାରେ ଚଢାଉ ଚାଲିଥିଲା। ତାଙ୍କର କଟକ ଓ ଭୁବନ‌େଶ୍ବରରେ ଦୁଇଟି ଦାମୀ ଫ୍ଲାଟ୍ ଠାବ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।