ମୋଟିଭି ଓଡିଶା : ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଦୌରାଜଜଙ୍କ ଶୁଣାଣି ପରେ, ପ୍ରଶାନ୍ତ ଜଗଦେଵଙ୍କୁ ମିଳିଛି ଅନ୍ତରୀଣ ଜାମିନ । ବୋଲଗଡ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଘଟଣାରେ ଜେଲ ଯାଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଚଳିତ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପି ଟିକେଟରେ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ ।
ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ ।

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।