MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା

ବାଲିଗୁଡ଼ା: (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା ।

ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିରଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାର ର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି ।

ସୂଚନା ପ୍ରକାରେ ଦୀର୍ଘ ୪ମାସ ହେବ ଘରୋଇ ଯାତ୍ରୀ ବାହୀ ବସ କ୍ରିଷ୍ଣା ନଂ. ଓଆର-୧୮-ବି-୧୦୩୪ ଟି ରୁଟରେ ନଯାଇ ପଣସପଡି ଯିବା ରାସ୍ତା କଡ଼ରେ ଠିଆ ହୋଇ ରହିଥିଲା । ତେବେ ଦୀର୍ଘ ଦିନ ଧରି ରାସ୍ତା କଡରେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା ସେନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ସେପଟେ କେଉଁ କାରଣରୁ ବସରେ ନିଆଁ ଲାଗିଲା ସେନେଇ ବାଲିଗୁଡ଼ା ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।