MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦାରିଙ୍ଗବାଡି ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ

ଦାରିଙ୍ଗବାଡି୧୪/୪(ସୁଶାନ୍ତ କୁମାର ସାହୁ)
ନିର୍ବାଚନ କୁ ଅବାଧ ଓ ନିରପେକ୍ଷ କରିବା ପାଇଁ ଦାରିଙ୍ଗବାଡି ପୋଲିସ ପକ୍ଷରୁ ପ୍ରତି ଦିନ ଥାନା ଅଞ୍ଚଳର ବିଭିନ୍ନ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ି ଯାଞ୍ଚ କରାଯାଉଛି । ଦାରିଙ୍ଗବାଡି ଡବେରି ଠାରେ ଅସ୍ଥାୟୀ ନାକା ପଏଣ୍ଟ କରାଯାଇଥିବା ଅନ୍ୟ ସ୍ଥାନ ମାନଙ୍କରେ ଯାଞ୍ଚ କଡାକଡି କରାଯାଉଛି । ରବିବାର ଦିନ ସକାଳୁ ସକାଳୁ କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ସୀମାନ୍ତ ବାଇମେଲା ଚେକ୍ ଗେଟରେ ଦାରିଙ୍ଗବାଡି ତହସିଲର ଅତିରିକ୍ତ ତହସିଲଦାର କୃଷ୍ଣଚନ୍ଦ୍ର ନାୟକ ଙ୍କ ଉପସ୍ଥିତି କ୍ରମେ ଏଏସଆଇ ଅର୍ଜୁନ ଶବର ଙ୍କ ସମେତ ପୋଲିସ ଫୋର୍ସ ସମସ୍ତ ଗାଡ଼ି ଗୁଡ଼ିକୁ ଯାଞ୍ଚ କରିଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।