January 30, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମଦ ମୁକ୍ତ ହେବ ଓଡ଼ିଶା…..

ମୋ ଟିଭି ଓଡିଶା / ଭୁବନେଶ୍ୱର :

ରାଜ୍ୟରେ କମିବ ନିଶା ବ୍ୟବହାର। ଏଥିପାଇଁ ନୂଆ ସରକାର ଅଣ୍ଟା ଭିଡ଼ିଥିବା କହିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଅବକାରୀ ଓ ବିଭିନ୍ନ ବିଭାଗ ସହ ଆଲୋଚନା ପରେ ଏହି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି । ନିଶା ଦ୍ୱାରା ସମାଜ କଳୂଷିତ ହେଉଛି । ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ କରାଯାଇଛି । ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ପ୍ରୟାସ କରିବେ । ଫଳରେ ନିଶା କାରବାର କମିବ । ଓଡ଼ିଶାକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଛି । ଖୁବଶୀଘ୍ର ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।