MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ଠାକୁରେ, ଶରଧାବାଲିରେ ଅପେକ୍ଷା କରିଛନ୍ତି ୩ ରଥ

ମୋ ଟିଭି ଓଡିଶା / ପୁରୀ :

ପୁରୀରୁ ସିଧା ପ୍ରସାରଣ. ମୋ ଟିଭି ଓଡିଶା

ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା ଆଜି ବିଶ୍ବନିଅନ୍ତାଙ୍କ ବାହୁଡା ଯାତ୍ରା । ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀରେ ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀବିଗ୍ରହ । ରଥ ପଥ ସବୁ ପ୍ରସ୍ତୁତ । ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାରରେ ଦାରୁବ୍ରହ୍ମଙ୍କ ଅପେକ୍ଷାରେ ରହିଛନ୍ତି ତିନିଥର। ଶ୍ରୀବିଗ୍ରହ ଆଡପମଣ୍ଡପରୁ ଧାଡି ପହଣ୍ଡିରେ ଆସି ରଥରେ ବିଜେ କରିବେ । ବାହୁଡା ଯାତ୍ରା ଅବସରରେ ଗୁଣ୍ଡିଚା ମନ୍ଦିରକୁ ରଙ୍ଗ ବେରଙ୍ଗ ଫୁଲରେ ସାଜସଜ୍ଜା କରାଯାଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନାଇ ବସିଛନ୍ତି ଭକ୍ତ ଗଣ । ଆଜି ଜନସମୁଦ୍ର ପାଲଟିବ ପୁରୀ ସହର ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।