February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅବପାତରେ ପରିଣତ ହେଲା ଲଘୁଚାପ, ୨୪ ଘଣ୍ଟାରେ ଗଭୀର ଅବପାତ !

ମୋ ଟିଭି ଓଡିଶା : ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ରବିବାର ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଅବପାତଟି ଗୋପାଳପୁରଠାରୁ ୨୬୦ କିଲୋମିଟର ଦୂର ପୂର୍ବ ଦକ୍ଷିଣ-ପୂର୍ବ ଦିଗରେ ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପଟି ଅବପାଦର ରୂପ ନେଇଛି। ଏହା ପରେ ଅବପାତ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ। କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କମଳ ସତର୍କତା ଜାରି କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।