February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆମ୍ବ ଟାକୁଆ ଖାଇବା ଘଟଣା :ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି।


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି।

କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ ହଜାର ଲେଖାଏ ସହାୟତା କରିଛନ୍ତି ।

ପ୍ରଶାସନର ଏହି ସହାୟତା ପାଇଁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।