ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ କୁମାର ସାହୁ । ୨୦୦୬ ବ୍ଯାଚର ଆଇଏଏସ୍ ଅଫିସର ହେଉଛନ୍ତି ମନୋଜ । ସେ ମୁଖ୍ଯମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିଲେ । ନିକଟରେ ମୁଖ୍ୟମନ୍ତ୍ରୀଙ୍କ ବ୍ଯକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଥିଲା । ତାଙ୍କ ସ୍ଥାନରେ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ବ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଫେରିବା ପୂର୍ବରୁ ଡେପୁଟି ନିର୍ବାଚନ କମିଶନର ଥିଲେ ମନୋଜ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।