February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଚାଲିଛି ମାଓ ଦମନ ଅଭିଯାନ ।

ନୂଆପଡ଼ା ଓ ଛତିଶଗଡ଼ ସୀମାରେ ସର୍ଚ୍ଚ ଅପରେସନ । ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର ନୂଆପଡ଼ା ଜିଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୋଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି। ୨ ଦିନ ପୂର୍ବେ ଛତିଶଗଡ଼ ସୀମାରେ ଗୁଳି ବିନିମୟ ହୋଇଥିଲା । ଏଥିଲେ ୧୮ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା ।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।