February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପାଙ୍ଗୁରମିଲା ଜଙ୍ଗଲ ରେ ମାଓବାଦୀ

ପାଙ୍ଗୁରମିଲା ଜଙ୍ଗଲ ରେ ମାଓବାଦୀ- ସୁରକ୍ଷା କର୍ମୀ ମୁହାଁ ମୁହିଁ : ଛତ୍ର ଭଙ୍ଗ ଦେଲେ ମାଓବାଦୀ: ଅଞ୍ଚଳ ରେ ହାଇ ଆଲାର୍ଟ ଜାରୀ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ପରମପାଙ୍ଗା ପଞ୍ଚାୟତର ପାଙ୍ଗୁରମିଲା ଜଙ୍ଗଲ ରେ ବୁଧବାର ମାଓବାଦୀ-ସୁରକ୍ଷା କର୍ମୀ ମୁହାଁ ମୁହିଁ ହୋଇ ପ୍ରାୟ ତିନି ଘଣ୍ଟା ଧରି ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି l

ଏହି ଗୁଳି ବିନିମୟ ହେବା ପରେ କିଛି ମାଓବାଦୀ ମୃତ ଓ ଆହତ ହୋଇ ଛତ୍ରଭଙ୍ଗ ଦେଇଥିବା ଜଣାପଡିଛି l ଏପରି ଘଟଣା ପରେ ପରେ ଉକ୍ତ ଜଙ୍ଗଲର ଚାରି ପଟୁ ସୁରକ୍ଷା କର୍ମୀ ମାନେ ଘେରି ରହିଥିବା ବେଳେ ସମଗ୍ର ଅଞ୍ଚଳରେ ହାଇ ଆଲାର୍ଟ ଜାରୀ କରାଯାଇଥିବା ବିଷୟ ସୂଚନା ମିଳିଛି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।