February 22, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମିଶନ ଶକ୍ତି ଗୋଟିଏ ମାଇକ୍ରୋ ସରକାର- ପ୍ରଭାତି ପରିଡା

ମୋ ଟିଭି ଓଡିଶା / ଭୁବନେଶ୍ୱର :

ନୂଆ ମନ୍ତ୍ରୀମଣ୍ଡଳରେ ବିଭାଗ ବଣ୍ଟନ ପରେ ବିଭାଗୀୟ ମନ୍ତ୍ରୀମାନେ ସମୀକ୍ଷା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ମିଶନ ଶକ୍ତି ବିଭାଗର ସମୀକ୍ଷା କରିଛନ୍ତି। ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନରେ ପହଞ୍ଚି ବିଭାଗୀୟ ସଚିବ ସାଲିନୀ ପଣ୍ଡିତ ଏବଂ ମିଶନ ଶକ୍ତି ନିର୍ଦ୍ଦେଶିକ ବିନୀତ ଭରଦ୍ୱାଜଙ୍କ ସହ ଆଲୋଚନା କରିଛନ୍ତି। ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ପ୍ରଭାତି ପରିଡା କହିଛନ୍ତି ଯେ ମିଶନ ଶକ୍ତି ଗୋଟିଏ ମାଇକ୍ରୋ ସରକାର। ମିଶନ ଶକ୍ତି ଯଦି ଠିକ୍‌‌ ଜାଗାରେ ପହଞ୍ଚିବ ବିକଶିତ ଓଡ଼ିଶାର ସ୍ୱରୂପ ହେବ। ଓଡ଼ିଶାର ଅର୍ଥନୀତି, ସାମାଜିକ ସ୍ଥିତି, ମହିଳାଙ୍କ ଅବସ୍ଥିତିର ଦ୍ରୁତ ଗତିରେ ବିକାଶ ହେବ ଶହେ ଦିନ ଭିତରେ ଏହା ଦେଖିପାରିବେ। ସେପଟେ କ୍ରୀଡାମନ୍ତ୍ରୀ ଭାବେ ସୂର୍ଯ୍ୟବଂଶୀ ସୁରଜ ଦାୟିତ୍ୱ ନେବା ପରେ କ୍ରୀଡା ବିଭାଗର ସମୀକ୍ଷା କରିଛନ୍ତି। ବୈଠକରେ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା, ପ୍ରମୁଖ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।