February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦୀ । ରାଷ୍ଟ୍ରପତିଙ୍କୁ ଦେଲେ ଇସ୍ତଫା ପତ୍ର ।

ମୋଟିଭି ଓଡିଶା : ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି । ନିର୍ବାଚନ ୨୦୨୪ର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୨୪୦ ଟି ଆସନ ରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ଠାରୁ ଦୂରରେ ଥିଲେ ବି ଏନଡିଏ ୨୯୨ ଟି ଆସନ ସହ ସରକାର ଗଠନ କରିବାକୁ ଦାବିଦାର ହୋଇଛି । ଜନାଦେଶ ଆସିବା ପରେ ମୋଦୀ ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଚର୍ଚ୍ଚା ହେଉଛି । ଏହା ସହ ପ୍ରଧାନମନ୍ତ୍ରୀ ପଦରୁ ମୋଦି ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ନିକଟରେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।