MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ…..

ମୋଟିଭି ଓଡିଶା / ଭୁବନେଶ୍ୱର :

କଳ୍ପନା ଜଳ୍ପନାର ଅନ୍ତ ଘଟିଛି | ଘୋଷଣା ହୋଇଛି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ | କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ଆଜି ବିଜୟୀ ବିଧାୟକଙ୍କ ସହ ବୈଠକ କରି ମୋହନ ମାଝୀଙ୍କ ନାଁ ଘୋଷଣା କରିଛନ୍ତି ।ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେଉଛନ୍ତି କେନ୍ଦୁଝରର ବିଧାୟକ ମୋହନ ଚରଣ ମାଝୀ | ପାଟଣାଗଡ଼ ବିଧାୟକ ‌କନକବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି | ଆସନ୍ତାକାଲି ଭୁବନେଶ୍ଵର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଶପଥ ଗ୍ରହଣ କରିବେ । ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।