MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଣଶିକ୍ଷକଙ୍କ ମାଡ଼ରେ ୧୨ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ମୋ ଟିଭି ଓଡିଶା / ସୋର : ୦୨/୦୮/୨୦୨୪

ଅଣ ଶିକ୍ଷକ ମାଡ଼ ରେ 12 ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଗୁରୁତର ହୋଇ ଖଇରା ମେଡିକାଲ ରେ ଭର୍ତ୍ତି l ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଅନ୍ତର୍ଗତ ମଳିହା ପ୍ରାର୍ଥମିକ ବିଦ୍ୟାଳୟ ର ଗତକାଲି ପଞ୍ଚମ ଶ୍ରେଣୀ ର ଛାତ୍ରଛାତ୍ରୀ ମାନଙ୍କୁ ଜଣେ ଅଣଶିକ୍ଷକ ହରିସ ବେହେରା ପାଠ ପଢ଼ାଉଥିବା ବେଳେ ସାହିତ୍ୟ ର କିଛି ପ୍ରଶ୍ନ ପିଲା ମାନଙ୍କୁ ପଚାରିଥିଲେ ପିଲା ମାନେ ସଠିକ ଉତ୍ତର ଦେଇ ନପାରିବାରୁ ହରିସ ବେତ ରେ ପିଲା ମାନଙ୍କୁ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ମାଡ଼ ମାରିଥିଲେ l

ପରେ ପିଲା ମାନେ ଘରକୁ ଯାଇଥିବା ବେଳେ ଆଜି ଯନ୍ତ୍ରଣା ଅଧିକ ହେବାରୁ ପିଲା ମାନଙ୍କୁ ଖଇରା ମେଡିକାଲ ରେ ଭର୍ତି କରିଥିଲେ l ଅଣ ଶିକ୍ଷକ ଉପରେ ଦୃଢ଼ କାର୍ଯ୍ୟନୁଷ୍ଠାନ ପାଇଁ ଅଭିଭାବକ ମାନେ ଦାବି କରିଛନ୍ତି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।