February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୨୬୦ ସିଟରେ ଆଗୁଆ ଏନଡିଏ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ଭୋଟ ଗଣତି ସକାଳ ୮ ଟା ରୁ ଆରମ୍ଭ ହୋଇଛି lପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ଆଗରେ ଏନଡିଏ ରହିଥିବା ବେଳେ ପଛରେ ଇଣ୍ଡି ମେଣ୍ଟ। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନଡିଏ- ୨୫୯ସିଟ୍‌‌ରେ ଆଗରେ ରହିଥିବା ବେଳେ ଇଣ୍ଡି ମେଣ୍ଟ- ୧୮୧ ସିଟରେ ଆଗୁଆ ରହିଛି ଏବଂ ଅନ୍ୟାନ୍ୟ- ୧୯ ସିଟ୍‌‌। ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ଆଗୁଆ ରହିଛି। ଏଠାରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ରହିଥିବା ପ୍ରାରମ୍ଭିକ ଟ୍ରେଣ୍ଡରୁ ଜଣାପଡିଛି। ସେହିପରି ବରଗଡ ଲୋକସଭା ଆସନରେ ବିଜେପି ଆଗୁଆ ରହିଛି। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ରହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।