January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜୟପୁରରେ ହେବ OPSCର ନୂଆ ପରୀକ୍ଷା ଜୋନ୍‌।

ଲିଖିତ ପରୀକ୍ଷା ପାଇଁ ଜୟପୁରରେ ହେବ ନୂଆ ଜୋନ୍‌ କରାଯିବ। ନୂଆ ପରୀକ୍ଷା ଜୋନ୍ କରାଯିବା ନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାନୁଆରି ୧ ତାରିଖ ଦିନ ରାଜ୍ୟର ନିଯୁକ୍ତି କମିଶନ ମାନଙ୍କ ସହିତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ ପରୀକ୍ଷା କେନ୍ଦ୍ର ସ୍ଥାପନ କରିବା ପାଇଁ ଓଡ଼ିଶା ଲୋକ ସେବା ଆୟୋଗକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଅନୁଯାୟୀ ଲୋକ ସେବା ଆୟୋଗ ଜୟପୁରରେ ପରୀକ୍ଷା କେନ୍ଦ୍ର ସ୍ଥାପନ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୂର୍ବରୁ ଭୁବନେଶ୍ବର, କଟକ, ବାଲେଶ୍ବର, ବ୍ରହ୍ମପୁର ଏବଂ ସମ୍ବଲପୁର ସମେତ ଓପିଏସସି’ର ୫ଟି ପରୀକ୍ଷା ଜୋନ୍ ଥିବା ବେଳେ ଏବେ ଜୟପୁର ଏଥିରେ ସାମିଲ ହୋଇଛି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।