January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ମଧ୍ୟରେ ମଦ ଦୋକାନ ମନା…..

ମୋ ଟିଭି ଓଡିଶା / ଭୁବନେଶ୍ୱର : ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ପରିବର୍ତ୍ତନ ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ଅବକାରୀ ନୀତିରେ ଏଭଳି ପରିବର୍ତ୍ତନ କରାଯାଇଥିବା କୁହାଯାଉଛି। ତେଣେ ରାଜ୍ୟର ଅନ୍ୟ ଧର୍ମାନୁଷ୍ଠାନ ଅଞ୍ଚଳରେ ବି ଆଉ ଖୋଲିବନି ମଦ ଦୋକାନ। ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧି ମଧ୍ୟରେ ମଦ ଦୋକାନ ନ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।