ମୋ ଟିଭି ଓଡିଶା / ଭୁବନେଶ୍ୱର : ପାର୍ବଣ ପୂର୍ବରୁ କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ। ସହରରୁ ତଡିପାର କରିବାକୁ ଅପରାଧୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ଜାମିନରେ ଥିବା ଅଭ୍ୟାସଗତ ଅପରାଧୀଙ୍କ ଉପରେ ମଧ୍ୟ ନଜର ରଖାଯାଇଛି। ସବୁ ଥାନା ସ୍ତରରେ ସ୍ପେଶାଲ୍ ଡ୍ରାଇଭ୍ ଆରମ୍ଭ ହୋଇଥିବା କମିଶନର ସୂଚନା ଦେଇଛନ୍ତି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।