MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗଠିତ ହୋଇଛି ଓଡ଼ିଶା ଲ’ କମିଶନ

ଗଠିତ ହୋଇଛି ଓଡ଼ିଶା ଲ’ କମିଶନ । ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

ଓଡିଶା ଲ’ କମିଶନରେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ୬ଜଣ ସଦସ୍ୟ ରହିଛନ୍ତି । ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ଲ’ କମିଶନର ଏକ୍ସ ଅଫିସିଓ ସଦସ୍ୟ ରହିଥିବାବେଳେ ଆଇନ ବିଭାଗ ପ୍ରମୁଖ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିବେ ବୋଲି ସୂଚନା ଦିଆଯାଇଛି । ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରକାଶ ମିଶ୍ର ଏବଂ ସୌରଚନ୍ଦ୍ର ମହାପାତ୍ର ଓଡ଼ିଶା ଲ’ କମିଶନ ସଦସ୍ୟ ହୋଇଛନ୍ତି । ସେହିପରି ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ କମିଟିର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।