February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦୁଇ ତିନି ବର୍ଷ ମଧ୍ୟରେ ଓଡ଼ିଶାରେ ହେବ ଆଇଟି ହବ ।

ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସେମିକଣ୍ତକ୍ଟର, ଏଆଇ କ୍ଷେତ୍ର ପାଇଁ ଯୁବକ ଏବଂ ଯୁବତୀଙ୍କୁ ପ୍ରଶିକ୍ଷଣ ଦିଆଯିବ । ତେବେ ଆଇଟି ହବ ନେଇ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ । ସେହିପରି ରାଜ୍ୟରେ ରେଳବାଇ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ହୋଇଛି । ତେବେ ଓଡ଼ିଶାରେ ବିଜେପି ସରକାର ଆସିବା ପରେ ୧ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରାଯାଇଥିଲା ।ଯାହା ମଧ୍ୟରୁ ଅନେକର କାର୍ଯ୍ୟ ଆରମ୍ଭ ହୋଇସାରିଛି ଏବଂ ଆଗକୁ ଅନେକ ନୂଆ ନୂଆ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବା ନେଇ ସୂଚନା ରହିଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।